Webportal
Adarasha College

ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇପାରେ

sanitry
0 47

ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା।ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇପାରେ।ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା।ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି।ଶୁକ୍ରବାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା।ଶନିବାର ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା।

Onida Ad
Square Ad 1
Leave A Reply

Your email address will not be published.