Webportal

କୋଭିଡ-୧୯: ଲକଡାଉନ ସମୟରେ ସହରାଞ୍ଚଳ ଉଠାଦୋକାନୀ ମାନଙ୍କ ପାଇଁ ସହାୟତା ଘୋଷଣା କଲେ ଓଡ଼ିଶା ସରକାର

sanitry
0 207

କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକ୍ଡାଉନ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି ।ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ ।

Square Ad 1
Leave A Reply

Your email address will not be published.