Webportal

ଖୋଲିବ ହୀରାକୁଦ ଜଳଭଣ୍ଡାରର ଗେଟ

sanitry
0 274

ହୀରାକୁଦ ର ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳପତନ ବୃଦ୍ଧି ପାଉଥିବାରୁ ଆସନ୍ତା ୧୪ ତାରିଖ ଦିନ ପୂର୍ବାହ୍ନ ୧୧ଟା ପରେ ଯେ କୌଣସି ମୁହୂର୍ତ୍ତରେ ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ ବୋଲି ହୀରାକୁଦ ର ମୁଖ୍ୟ ଯନ୍ତ୍ରୀ ସୁନୀଲ କୁମାର ନାୟକ ସୂଚନା ଦେଇଛନ୍ତି।

Square Ad 1
Leave A Reply

Your email address will not be published.