ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା…
ପ୍ରଥମ ପର୍ଯ୍ୟାୟ ଭୋଟ୍ ନେଇ ADR ଓ ଓଡ଼ିଶା ଇଲେକ୍ସନ୍ ୱାଚର ରିପୋର୍ଟ।
୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା।
୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା।
୩୭ ସାଂସଦ ପ୍ରାର୍ଥୀରୁ ୧୭ କୋଟିପତି, ମାଳବିକା ଦେବୀ ସବୁଠୁ…