ଦୁର୍ବୃତ୍ତଙ୍କ ଆକ୍ରମଣରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କ ମୃତ୍ୟୁ
ଦୁର୍ବୃତ୍ତଙ୍କ ଆକ୍ରମଣରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଶାଣୀ ନୂଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ। ମୃତ ମହିଳା ଜଣଙ୍କ ହେଲେ ସୌଦାମିନୀ ରଥ।ସୌଦାମିନୀ ଘରେ ଏକୁଟିଆ ରହୁଥିଲେ। ଗତକାଲି ରାତିରେ ସୌଦାମିନୀ ନିଜ ଘରେ ଫୋନରେ…