ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଗଞ୍ଜେଇ ଚାଷ କରିବାକୁ ଜିଲ୍ଲାପାଳଙ୍କୁ ମାଗିଲେ ଅନୁମତି
ଗଞ୍ଜେଇ ଚାଷ ବେଆଇନ୍ । କେହି ଗଞ୍ଜେଇ ଚାଷ କଲେ ପୋଲିସ ହେଉ କି ଅବକାରୀ ବିଭାଗ ଚାଷ ନଷ୍ଟ କରିବା ସହ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଥାଏ । କିନ୍ତୁ ବଲାଙ୍ଗିରର ଜଣେ ଚାଷୀ ଗଞ୍ଜେଇ ଚାଷ ପାଇଁ ଅନୁମତି ମାଗିଛନ୍ତି । ତାହା ପୁଣି ଖୋଦ୍ ଜିଲ୍ଲାପାଳଙ୍କୁ । ଆଶ୍ଚର୍ଯ୍ୟ…