ଦୈନିକ ସମ୍ବାଦପତ୍ର ‘ପ୍ରଗତିବାଦୀ’ର ୫୦ ବର୍ଷ ଓ ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ସମାରୋହରେ କେନ୍ଦ୍ରମନ୍ତ୍ରୀ
• ଦାୟିତ୍ୱ ନେବା ବହୁତ ବଡ଼ କଥା ନୁହେଁ , ଛୋଟ ଛୋଟ କଥାରେ ମଧ୍ୟ ଦାୟିତ୍ୱର କଥା ରହିଛି
• ଲାଇଟ୍ ଓ ପଙ୍ଖା ବନ୍ଦ କରି ବିଦ୍ୟୁତ ଅପଚୟକୁ ରୋକିଲେ ଅନେକ ଲୋକଙ୍କ ଅଧିକାର ସୁରକ୍ଷିତ ହୁଏ
• ପାଣି ଟ୍ୟାପ୍ ବନ୍ଦ କରି ଜଳ ସଂରକ୍ଷଣର ଦାୟିତ୍ୱ ନେଲେ ହିଁ ଅଧିକାର ସୁରକ୍ଷିତ ହୁଏ
• ୨୦୩୬ ଓ…