କୋଭିଡ ପରିଚାଳନା ପାଇଁ ପଶ୍ଚିମ ଓଡ଼ିଶାର ଏଗାରଟି ଜିଲ୍ଲାକୁ ମିଳିଲା ଆଉ ପଚିଶ କୋଟି
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି।ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର…
Read More...
Read More...