ପଶ୍ଚିମା-ଝଡ଼ ପ୍ରଭାବ ରେ ୯ ଓ ୧୦ ତାରିଖରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ପଶ୍ଚିମା-ଝଡ଼ ପ୍ରଭାବରେ ଆସନ୍ତା ୯ ଏବଂ ୧୦ ତାରିଖରେ କିଛି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୯ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁରରେ ବର୍ଷା…
Read More...
Read More...