ପୂରଣ ହେବ ଓଡ଼ିଶା ପୁଲିସର ୪୭୯୦ କନେଷ୍ଟବଳ ପଦବି; ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ରାଜ୍ୟ ସରକାରଙ୍କ ପୁଲିସ ବିଭାଗରେ ଯୋଗଦେବା ପାଇଁ ଆଗ୍ରହ ପ୍ରକାଶ କରୁଥିବା ଯୁବପିଢ଼ିଙ୍କ ପାଇଁ ଖୁସି ଖବର ଆସିଛି। ଖୁବ୍ ଶୀଘ୍ର ପୁଲିସ ବିଭାଗରେ ନୂତନ ନିଯୁକ୍ତି ହେବାକୁ ଯାଉଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…
Read More...
Read More...